ଶ୍ରମିକ ଦିବସରେ ରକ୍ତଦାନ କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ଓଶ୍ରୁ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି । ଏହି ଅବସରରେ ଓଶ୍ରୁ ଭବନରେ ବରିଷ୍ଠ ସଭ୍ୟ ଶରତ କୁମାର ବେହେରା ଝଣ୍ଡା ଉତ୍ତୋଳନ କରିଥିବାବେଳେ ଦିବଂଗତ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ସେହିପରି ଅନୁଷ୍ଠାନର ସଭ୍ୟମାନେ ବରଗଡ଼ ରକ୍ତଭଣ୍ଡାରକୁ ଯାଇ ରକ୍ତଦାନ କରିଥିଲେ । ରକ୍ତଭଣ୍ଡାରରେ ଅନୁଷ୍ଠାନର ୪୬ଜଣ ରକ୍ତଦାନ କରିଥିଲେ । ଏଥିରେ ଅନୁଷ୍ଠାନର ସଭାପତି ଅରୁଣ କୁମାର ଶତପଥୀ, ସମ୍ପାଦକ ପ୍ରକାଶ ମହାପାତ୍ର, ଉପସଭାପତି ସନ୍ତୋଷ ଦ୍ୱାରୀ, କୋଷାଧ୍ୟକ୍ଷ ସନ୍ତୋଷ ପରିଡ଼ା, ରାଜ୍ୟ ଶାଖା ପ୍ରଭାରୀ ପ୍ରତ୍ୟୁଷ ମିଶ୍ର, କରନ ମିଶ୍ର, ସତ୍ୟଜିତ ଦାଶ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ

ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ…

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?