ଶ୍ରମିକ ପଞ୍ଜୀକରଣ ହେଉନି: ଶ୍ରମ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୬ା୨(ଡି.ଏନ.ଏ)-ଓଡିଶା ନିର୍ମାଣ ଶ୍ରମିକ ୟୁନିୟନ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଛତ୍ରପୁରସ୍ଥିତ ଜିଲା ଶ୍ରମ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ଧାରଣା ଦିଆଯାଇଥିଲା। ପରେ ଜିଲା ଶ୍ରମ ଅଧିକାରୀ ଶିବ ସାହୁଙ୍କ ସହ ୟୁନିୟନର ଏକ ପ୍ରତିନିଧି ଦଳର ଆଲୋଚନା ହୋଇଥିଲା । ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ତଥା ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ବଡଖଣ୍ଡି ପଞ୍ଚାୟତର ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଏବଂ କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ କ୍ଷେତ୍ରରେ କାମ କରୁଥିବା ଶ୍ରମିକମାନଙ୍କୁ ପଞ୍ଜୀକରଣ କରିବା, ଆବେଦନ କରିଥିବା କବିସୂର୍ଯ୍ୟନଗର ବ୍ଲକର ରାମ୍ପୁଡି ଓ ଆମ୍ବପୁଆ ଗାଁର ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜୀକୃତ କରି ଶ୍ରମିକ କାର୍ଡ ପ୍ରଦାନ, ନିର୍ମାଣ ଶ୍ରମିକଙ୍କୁ ମୃତ୍ୟୁକାଳୀନ, ବିବାହ କିମ୍ବା ଆର୍ଥିକ ସହାୟତା ପ୍ରଦାନ ଆଦି ନିର୍ମାଣ ଶ୍ରମିକ ୟୁନିୟନର ଦାବି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri