ଶ୍ରମ ଆଇନ ବିରୋଧରେ ନାଲ୍‌କୋରେ ବିକ୍ଷୋଭ

ବଅଁରପାଳ,୨୨ା୫(ଡି.ଏନ୍‌.ଏ.): ଶ୍ରମ ଆଇନ୍‌ ବିରୋଧରେ ଶୁକ୍ରବାର ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟ ସମ୍ମୁଖରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକମାନଙ୍କ ଜୀବନ ଜୀବିକା ପ୍ରତି ଘୃଣ୍ୟ ଆକ୍ରମଣ ବନ୍ଦ, କେନ୍ଦ୍ର ଓ ରାଜ୍ୟ ସରକାର ଶ୍ରମିକ ମାରଣ ନୀତି, ପୁଞ୍ଜିପତି ଶୋଷଣ ନୀତିକୁ ବନ୍ଦ, ୧୨ ଘଣ୍ଟା ବଦଳରେ ୮ ଘଣ୍ଟା ଶ୍ରମ ଦିବସ କାର୍ଯ୍ୟକାରୀ ଆଦି ବିଭିନ୍ନ ଦାବି ନେଇ ଏହି ବିକ୍ଷୋଭ କରାଯାଇଛି। ଆଇଏନ୍‌ଟିୟୁସି ହିନ୍ଦୀ ମଜଦୂର ସଭା, ସିଟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ ପ୍ରମୁଖ ଶ୍ରମିକ ଶ୍ରମିକ ସଂଗଠନ ସାମିଲ ହୋଇଥିଲେ। ଶ୍ରମିକ ନେତା ପରେଶ ଚନ୍ଦ୍ର ଜେନା, ବିଭବ ଜେନା, ହେମନ୍ତ ପ୍ରଧାନ, ନିର୍ମଳ ସାମଲ ପ୍ରମୁଖ ଏହି ବିକ୍ଷୋଭରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?