ଶ୍ରାଦ୍ଧବାର୍ଷିକୀରେ ପୂର୍ବତନ ବିଧାୟକଙ୍କୁ ଶ୍ରଦ୍ଧାଞ୍ଜଳି

ବରଗଡ଼ ଅଫିସ,୧।୧୨: ବରଗଡ଼ର ପୂର୍ବତନ ବିଧାୟକ ସ୍ବର୍ଗତ ଯଦୁମଣୀ ପ୍ରଧାନଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବରଗଡ଼ ଏସ୍‌ପି ଅଫିସ ସମ୍ମୁଖ ଯଦୁମଣୀ ପ୍ରଧାନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଦେବେଶ ଆଚାର୍ଯ୍ୟ, ଅଗ୍ନି ପ୍ରଧାନ, ସୁରେଶ୍ୱର ଶତପଥୀ, ହରଦୀପ ସିଂ, କିଶୋର ମିଶ୍ର, ରବିନ ଦାଶ, ବିମଳ ଦାଶ, ଅନୁପ ଶତପଥୀ, ଯତିରଞ୍ଜନ ପୂଜାରୀ, ଆନନ୍ଦ ପ୍ରଧାନ ପ୍ରମୁଖଙ୍କ ସହ ବହୁ ମାନ୍ୟଗଣ୍ୟବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ…

ଗୁହାଳ ଭିତରକୁ ଟାଣିନେଇ ବିବାହିତା ମହିଳାଙ୍କୁ ବଳାତ୍କାର କଲେ ଯୁବକ, ତା’ପରେ…

ହିଞ୍ଜିଳିକାଟୁ, ୧୦।୬( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ଗାଈ ଗୁହାଳକୁ ଟାଣି ନେଇ ବଳତ୍କାର କରିଥିବା ନେଇ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ…

ବୀରମହାରାଜପୁର ଅଞ୍ଚଳରେ ହାତୀ ଆତଙ୍କ, ଗାଁ ଭିତରେ ପଶିଲେ ହାତୀପଲ, ଭୟଭୀତ ଅବସ୍ଥାରେ ଲୋକେ

ବୀରମହାରାଜପୁର,୧୦।୬ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହର ଉପକଣ୍ଠ ଦେଉଳ ମୁଣ୍ଡା ଗାଁ ଭିତରେ ହାତୀପଲ ପଶିଥିଲେ। ମିଳିଥିବା ସୂଚନା ଅନୁସାରେ ବୁଧବାର ସକାଳେ…

ରାସ୍ତା ନିର୍ମାଣ ଦାବି, ଏକାଠି ହେଲେ ୩ ଗ୍ରାମବାସୀ: ବିକାଶ ପାଇଁ ଉଠିଲା ସ୍ବର

ପଦ୍ମପୁର,୧୦ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ଧାନରେ ମଣ୍ଡି ଭର୍ତ୍ତି, ମିଲରଙ୍କ ଦେଖାନାହିଁ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୧୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉମାତ୍ର ୨ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri