ଶ୍ରାଦ୍ଧ ବାର୍ଷିକୀ ଭୋଜି ବେଳେ ଅଘଟଣ : ଗ୍ୟାସ୍‌ ପାଇପ ଚୁଲାରୁ ଖସି ଅଗ୍ନିକାଣ୍ଡ, ୪ ଗୁରୁତର

ରାୟଗଡା ଅଫିସ,୧୧।୨: ରାୟଗଡ଼ାର ଡିଏଫଓ କଲୋନୀରେ ଏକ ଭୋଜି ଚାଲୁଥିବା ବେଳେ ମଙ୍ଗଳବାର ଗ୍ୟାସ ପାଇପ୍‌ ଚୁଲାରୁ ଖସି ଅଘଟଣ ଘଟିଛି। ଏଥିରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ସେମାନେ ହେଲେ କଳାବତୀ ମଡଙ୍ଗି, ସୁକାନ୍ତି ମିନିଆକା, ଲକ୍ଷ୍ମୀ ଙ୍କଡଗାରୀ, ପାର୍ବତୀ ଙ୍କଡଗାରୀ ।
ସୂଚନାଯୋଗ୍ୟ, କଲୋନୀର ତୃତୀୟ ଗଳିରେ ରହୁଥିବା ମନୋଜ ସାହୁଙ୍କ ଘରେ ତାଙ୍କ ବାପାଙ୍କ ଶ୍ରାଦ୍ଧ ବାର୍ଷିକୀ ଭୋଜି ପାଇଁ ରୋଷେଇ ଚାଲିଥିଲା। ସେହି ସମୟରେ ଗ୍ୟାସ୍‌ର ପାଇପ୍‌ ଚୁଲାରୁ ଖସି ଅଗ୍ନିକାଣ୍ଡ ଘଟିଥିଲା। ପାଖରେ ପରିବା କାଟୁଥିବା ୪ ମହିଳା ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri