ଶ୍ରାବଣ ଶେଷ ସୋମବାର : ଶୈବ ପୀଠରେ ଭକ୍ତଙ୍କ ଭିଡ଼

ଭଦ୍ରକ ଅଫିସ,୧୨ା୮: ଶ୍ରାବଣ ଶେଷ ସୋମବାର ଉପଲକ୍ଷେ ଭଦ୍ରକ ଜିଲାର ଶୈବ ପୀଠଗୁଡ଼ିକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି l ଜିଲାର ବିଭିନ୍ନ ଶୈବ ପୀଠରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ସକାଳୁ ଲମ୍ବା ଧାଡ଼ିରେ ଠିଆ ହୋଇ ଜଳଲାଗି କରିଛନ୍ତି। ଏଥିପାଇଁ ବିଭିନ୍ନ ମନ୍ଦିରରେ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri