ଶ୍ରୀଅଲାରନାଥଙ୍କ ପୀଠରେ ମକର ନୀତି ସମ୍ପନ୍ନ

ବ୍ରହ୍ମଗିରି,୧୬ା୧(ଡି.ଏନ୍‌.ଏ.): ପବିତ୍ର ମକର ସଂକ୍ରାନ୍ତିରେ ବୁଧବାର ଶ୍ରୀଅଲାରନାଥଙ୍କ ପୀଠରେ ସ୍ବତନ୍ତ୍ର ମକର ନୀତି ଅନୁଷ୍ଠିତ ହୋଇଛି। ଭୋର ୪ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ଅବକାଶ, ତୁଳସୀ ଚନ୍ଦନ ଲାଗି, ବଲ୍ଲଭ ନୀତି ହେବାପରେ ସ୍ବତନ୍ତ୍ର ଭାବେ ପହିଲି ଭୋଗ ଧୂପ କରାଯାଇଥିଲା। ସକାଳ ୬ଟାରୁ ସର୍ବସାଧାରଣ ଦର୍ଶନ କରିଥିଲେ। ସାଢେ ୧୨ଟାରେ ସକାଳ ଧୂପ, ସାଢେ ୧ଟା ରେ ଦ୍ୱିପ୍ରହର ଧୂପ ହୋଇଥିଲା। ପରେ ସ୍ବତନ୍ତ୍ର ମକର ଚାଉଳ ଭୋଗ ଲାଗି ହୋଇଥିଲା। ଅପରାହ୍ନ ୩ଟାରେ ୫ଜଣ ସେବାୟତ ରୋଷଘରେ ଥିବା ପାଞ୍ଚ ତାଟକୁ ମନ୍ଦିର ଚାରି ପାଖରେ ପରିକ୍ରମା କରାଇଥିଲେ। ସୁଶୋଭିତ ପାଲିଙ୍କିରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ମଦନ ମୋହନଙ୍କୁ ବିଜେ କରାଯାଇ ମନ୍ଦିର ଚାରି ପାଖରେ ତିନିଘେରା ପରିକ୍ରମା କରାଯାଇଥିଲା। ସ୍ବତନ୍ତ୍ର ମକର ବେଢା ନୀତି ସରିବା ପରେ ଚଳନ୍ତି ପ୍ରତିମା ଭକ୍ତଙ୍କୁ ଦର୍ଶନ ଦେଇ ମୁଖ୍ୟ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ସନ୍ଧ୍ୟା ଆଳତି ପରେ ପୁଣି ସର୍ବସାଧାରଣ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri