ଶ୍ରୀକପିଳେଶ୍ୱର ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗ: ହାଇକୋର୍ଟ ରାୟ ଖୁଣ୍ଟିଆ ସେବାୟତଙ୍କ ସପକ୍ଷରେ

ପୁରୁଣା ଭୁବନେଶ୍ୱର, ୧୭।୧୦(ଡି.ଏନ.ଏ.): ଦୀର୍ଘଦିନ ଧରି ଶ୍ରୀକପିଳେଶ୍ୱର ମନ୍ଦିରରେ ୨ ପ୍ରମୁଖ ସେବାୟତ ଗୋଷ୍ଠୀ ମଧ୍ୟରେ ଉପୁଜିଥିବା ବିବାଦର ସମାଧାନ ନିମନ୍ତେ ହାଇକୋର୍ଟ ଦେବୋତ୍ତର ଆୟୁକ୍ତଙ୍କୁ ଏହାର ସୁପରିଚାଳନା ଲାଗି ଆଦେଶ ଜାରି କରିଛନ୍ତି। ଏହି ମାମଲାର ରାୟ ଖୁଣ୍ଟିଆ ସେବାୟତଙ୍କ ସପକ୍ଷରେ ଯାଇଛି। ୧୯୭୫ରେ ଏକ ଦଓ୍ବୋନୀ ମାମଲାର ବିଚାର କରି ତତ୍‌କାଳୀନ ବିଚାରପତି ମଲିଆ ସେବାୟତଙ୍କୁ କପିଳେଶ୍ୱର ମହାଦେବଙ୍କ ରୋଷ ସେବାରୁ ବାରଣ କରିଥିଲେ। ଏହାପରେ ଖୁଣ୍ଟିଆ ସେବାୟତ ଏହି ରୋଷ ସେବା ସମେତ ମଙ୍ଗଳଆଳତି ଓ ଭୋଗ ଲାଗି କରିବା ଏକପ୍ରକାର ନିଶ୍ଚିତ ହୋଇଥିଲା। ୨୦୧୫ରେ ପୁନର୍ବାର ୨ ସେବାୟତ ଗୋଷ୍ଠୀ ମଧ୍ୟରେ ଏହି ବିବାଦ ଯୋଗୁ ୧/୨୦୧୭ ଦେବୋତ୍ତର କମିଶନର ଅନୁସନ୍ଧାନ କରି ୩୧ା୩ା୧୮ରେ ଉଭୟ ସେବାୟତ ଗୋଷ୍ଠୀଙ୍କୁ ପୂର୍ବ ଅଦାଲତ ରାୟ ଅନୁସାରେ ସେବା ପୂଜା କରିବାର ଆଦେଶ ଦେଇଥିଲେ। ଏହାପରେ ମଧ୍ୟ ମଲିଆ ସେବାୟତ ଖୁଣ୍ଟିଆ ସେବାୟତଙ୍କୁ ଏଥିରେ ବାଧା ଦେଇଥିଲେ। ଏଣୁ ଖୁଣ୍ଟିଆ ସେବାୟତଙ୍କ ପକ୍ଷରୁ ହାଇକୋର୍ଟ ଇଜିଲାସରେ ରିଟ୍‌ ମାଧ୍ୟମରେ ୨୦୧୮ ଓ ୨୦୧୯ରେ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହି ରିଟ୍‌ ଶୁଣାଣି କରି ଅଦାଲତ ଦେବୋତ୍ତର କମିଶନରଙ୍କୁ ୧୯୭୫ର ଆଦେଶ ଅନୁଯାୟୀ କପିଳେଶ୍ୱରଙ୍କ ସେବାପୂଜା କରିବାକୁ ଆଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri