ଅନ୍ଧାରରେ ତିନି ରଥ

ପୁରୀ ଅଫିସ,୨୩।୬: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଫଳରେ ପ୍ରାୟ ଦେଢ଼ ଘଣ୍ଟା  ଧରି ମହାପ୍ରଭୁ ଅନ୍ଧାରରେ ରହିଥିଲେ । କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଅନ୍ଧାରରେ ତିନି ରଥ ରହିଥିବା ସୂଚନା ମିଳିଥିଲା।

ପ୍ରକାଶ ଯେ, ପରମ୍ପରାନୁଯାୟୀ ମହାପ୍ରଭୁଙ୍କ ନୀତିକାନ୍ତି ପ୍ରାତଃରୁ ଅନୁଷ୍ଠିତ ହୋଇଥିଲା। କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଘୋଷଯାତ୍ରା ଅନୁଷ୍ଠିତ ହୋଇଥିଲା। ବିଧି ମୁତାବକ ଛେରାପହଁରା ପରେ ରଥଟଣା କାର୍ଯ୍ୟ ସମାପନ ହୋଇଥିଲା। ପ୍ରଥମେ ବଡ଼ ଠାକୁର ୩ଟା ୫୨ ମିନିଟ୍‌ରେ , ୪ଟା ୧୧ ମିନିଟ୍‌ରେ ଦେବୀ ସୁଭଦ୍ରା, ୫ଟା ୧୦ରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri