ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ଗୁରୁବାର ୧୦ଟି ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ଏହି ବୈଠକରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଅଧ୍ୟକ୍ଷତା କରୁଛନ୍ତି। ବିଶେଷକରି ସରକାରଙ୍କ କୋଭିଡ-୧୯ ଗାଇଡ୍‌ଲାଇନ୍‌କୁ ପାଳନ କରାଯାଇ କିଭଳି ଠାକୁରଙ୍କ ନୀତିକାନ୍ତି ସମ୍ପନ୍ନ କରାଯିବ ସେ ବିଷୟରେ ଆଲୋଚନା ହେବ। ଏଥିରେ ଶ୍ରୀମନ୍ଦିରର ୧୦ଟି ନିଯୋଗର କର୍ମକର୍ତ୍ତାଙ୍କ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri