ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଇଥିଲେ। ପତି ମହାପାତ୍ର ସଂସ୍କାର କରିବା ପରେ ମହାପ୍ରଭୁଙ୍କୁ ଖଡ଼ି ପ୍ରସାଦ ଲାଗି ହୋଇଥିଲା। ରୂପା ଥାଳିରେ ମହାପ୍ରଭୁଙ୍କ ଲାଗି ଫୁଲ, ତୁଳସୀ ଏବଂ ୩ ରୂପା ପିଙ୍ଗଣରେ ଖଡ଼ିି ପ୍ରସାଦ ବିଜେ କରାଯାଇଥିଲା। ଖଡ଼ିି ପ୍ରସାଦକୁ ଗଜପତିଙ୍କ ଗାଦିରେ ରଖାଯାଇଥିଲା। ଶ୍ରୀନହରରେ ଖଡ଼ି ପ୍ରସାଦ ବିଜେ ନୀତି ସମ୍ପନ୍ନ ହେବା ପରେ ରାଜଗୁରୁ ଦେବୀ ପ୍ରସାଦ ରାଜଗୁରୁଙ୍କ ହସ୍ତରୁ ଶାଢି ନେଇ ପାଟ୍ଟଶାଣୀ ସେବକ ତଳୁଚ୍ଛ, ଦେଉଳକରଣ, ବେହେରା ଖୁଣ୍ଟିଆ, ପତିମହାପାତ୍ର ଓ ତିନିବାଡ଼ର ଦଇତାପତିଙ୍କୁ ବାନ୍ଧିଥିଲେ। ସେହିପରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ବଢିଥିଲା। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥିଲା। ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କ ବନକଲାଗି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri