ଶ୍ରୀମନ୍ଦିରରେ ଏନ୍‌ଆଇଏ ଡିଜି

ପୁରୀ ଅଫିସ,୩।୧୦: ଏନ୍‌ଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦି ଗୁରୁବାର ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଧ୍ୟାହ୍ନ ପ୍ରାୟ ୧୨ଟାରେ ଡିଜି ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ବରିଷ୍ଠ ପୋଲିସ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପ୍ରାୟ ଅଧଘଣ୍ଟା ଶ୍ରୀମନ୍ଦିରରେ ରହି ଫେରିଥିଲେ। ସିଂହଦ୍ୱାରଠାରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଥିଲେ ଯେ, ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲି। ମହାପ୍ରଭୁଙ୍କ କୃପାରୁ ଦର୍ଶନ କରିବାର ସୁଯୋଗ ପାଇଲି। ଅତ୍ୟନ୍ତ ଭଲ ଭାବେ ଦର୍ଶନ କଲି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଟିମ ଇଣ୍ଡିଆ ଖେଳାଳିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଜାଡେଜାଙ୍କ ସ୍ତ୍ରୀ: କହିଦେଲେ ଏମିତି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ଏବଂ ଗୁଜରାଟ ସରକାରଙ୍କ ମନ୍ତ୍ରୀ ରିଭାବା ଜାଡେଜା ପୁଣିଥରେ ତାଙ୍କ ମନ୍ତବ୍ୟ ପାଇଁ...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri