ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୩ ଘଣ୍ଟା ବନ୍ଦ ରହିଲା ଦର୍ଶନ

ପୁରୀ ଅଫିସ, ୬।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୦ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିଯୋଗୁ ପ୍ରାୟ ୩ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଖସାପଡ଼ା ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ସନ୍ଧ୍ୟା ପ୍ରାୟ ୭ଟା ବେଳକୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଖସାପଡ଼ା ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ ହୁଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି। ଧଳାକନା, ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସଜାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?