ଶ୍ରୀମନ୍ଦିରରେ ଠେଲାପେଲା: ୨ ଆହତ

ପୁରୀ ଅଫିସ,୧୫।୧: ପୁରୀ ଶ୍ରୀମନ୍ଦିରରେ ରବିବାର ଠେଲାପେଲା ହୋଇଛି। ଏଥିରେ ୨ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ବେଳେ ଏଭଳି ଘଟଣା ଘଟିଛି। ତୋବ ଉଭୟ ଆହତଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ଜଣେ ସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଘରକୁ ଛଡ଼ାଯାଇଛି।
ଶନିବାର ମକର ସଂକ୍ରାନ୍ତି ଯୋଗୁ ରବିବାର ବିଳମ୍ବରେ ଦ୍ୱାରଫିଟା ନୀତି ସମ୍ପନ୍ନ ହୋଥିଲା। ସକାଳୁ ବହୁ ଭକ୍ତ ଅପେକ୍ଷା କରି ରହିଥିଲେ। ତେଣୁ ଦ୍ୱାର ଫିଟିବା ମାତ୍ରେ ଭକ୍ତମାନେ ଦୌଡ଼ି ମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ଅଘଟଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri