ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି କରାଯିବ। ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ରଖାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

୩ ଲକ୍ଷ ୧୦ ହଜାର କୋଟିି ବଜେଟ୍‌ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ ରାଜ୍ୟରେ ଅନେକ କିଛି ପରିବର୍ତ୍ତନ ଘଟିଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି। ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଓଡ଼ିଶାକୁ ପ୍ରାଧାନ୍ୟ ଦେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri