ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଯାଞ୍ଚ ଦାବି

ପୁରୀ ଅଫିସ,୩୧ା୧୦: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ ଲାଗି ଦାବି କରିଛନ୍ତି ପୁରୀ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି ମହାପାତ୍ର। ମହାପାତ୍ର ଜଣାଇଛନ୍ତି ଯେ, ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ସେ ନେଇ କୋଟି କୋଟି ଭକ୍ତଙ୍କ ମନରେ ସନ୍ଦେହ ଉପୁଜିଛି। ତେଣୁ ଶ୍ରୀମନ୍ଦିର ପ୍ରଶାସନ ତୁରନ୍ତ ରତ୍ନଭଣ୍ଡାର ଖୋଲି ପୂର୍ବରୁ ଥିବା ରତ୍ନ ଅଳଙ୍କାର ସୁରକ୍ଷିତ ଅଛି ବୋଲି ସ୍ପଷ୍ଟ କରନ୍ତୁ। ଏଥିସହ ରତ୍ନଭଣ୍ଡାର ଗୃହର ସ୍ଥିତି ଅନୁଧ୍ୟାନ କରାଯାଉ। ଯଥାଶୀଘ୍ର ପଦକ୍ଷେପ ନିଆ ନ ଗଲେ ଜିଲା ମହିଳା ମୋର୍ଚ୍ଚା ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବ ବୋଲି ମହାପାତ୍ର ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri