ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି: ଦାଖଲ ରିପୋର୍ଟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୮।୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ କରାଯାଇଛି। ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ ୩ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ତେବେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଦାଖଲ ରିପୋର୍ଟକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦୁଇ ସପ୍ତାହ ମଧ୍ୟରେ ଏହି ରିପୋର୍ଟକୁ ତର୍ଜମା କରି ଜଣାଇବାକୁ ଆମିକସ୍‌ କ୍ୟୁରିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆଉ ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଦିନ ଧାର୍ଯ୍ୟ କରାଯାଇଛି।

ପରିଚାଳନା କମିଟି ପକ୍ଷରୁ ଦାଖଲ ରିପୋର୍ଟ ଅସମ୍ପୂର୍ଣ୍ଣ। ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ସମ୍ପୂର୍ଣ୍ଣ ରିପୋର୍ଟ ଦିଆଯାଇନାହିଁ। ପରିଚାଳନା କମିଟି ୨ଟି ବିଷୟରେ ବିସ୍ତୃତ ତଥ୍ୟ ଦେଇପାରିନାହିଁ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri