ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି: ଭଙ୍ଗାଗଲା ଘରୋଇ କୋଠା

ପୁରୀ ଅଫିସ୍‌, ୧୭।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୋମବାର ଦୋଳବେଦୀ କୋଣସ୍ଥିତ ଏକ ତିନି ମହଲା ଘରୋଇ କୋଠା ଭଙ୍ଗାଯାଇଥିବାବେଳେ ମଙ୍ଗଳବାର ଗାଣ୍ଡୁଆଚଉରା ଛକରେ ଉଚ୍ଛେଦ ଚାଲିଛି। ଦାମୋଦର ସିଂଘାରୀଙ୍କ ଦୁଇ ମହଲା ବିଶିଷ୍ଟ କୋଠା ଭଙ୍ଗାଯାଉଛି। ଉପଜିଲାପାଳ ଭବତାରଣ ସାହୁଙ୍କ ପତ୍ୟକ୍ଷ ତତ୍ତ୍ୱାବଧାନରେ ୩ଟି ଜେସିବି ସାହାଯ୍ୟରେ ଏହି ଉଚ୍ଛେଦ କାର୍ଯ୍ୟ ଚାଲିଛି। ଉଚ୍ଛେଦକୁ ଶୃଙ୍ଖଳିତ କରିବା ଲାଗି ୩ ପ୍ଲାଟୁନ ପୋଲିସ ମୃତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ପଶିଲା ବାର୍‌ହା, ଧରିବାକୁ ଉଦ୍ୟମ ଜାରି

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri