ଶ୍ରୀମନ୍ଦିର ସୁରକ୍ଷା ଜୋନ; ଜମି ବିକିଲା ୧ ପରିବାର

ପୁରୀ ଅଫିସ,୭ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଥିବାବେଳେ ମଙ୍ଗଳବାର ପୁଣି ଏକ ପରିବାର ଏଥିରେ ସାମିଲ ହୋଇଛି। ବାସେଳିସାହିର ସମ୍ପୃକ୍ତ ପରିବାର ପ୍ରଶାସନ ସହ ଜମି ବିକ୍ରି କବଲା (ସେଲ୍‌ ଡିଡ୍‌) କରିଛି। ସମ୍ପୃକ୍ତ ପରିବାରକୁ ସେମାନଙ୍କ ଜମି ଓ କୋଠା ମୂଲ୍ୟ ସହିତ ସରକାରଙ୍କ ଧାର୍ଯ୍ୟ କ୍ଷତିପୂରଣ ସହାୟତା ଦିଆଯାଇଛି। ଜିଲା ସବ୍‌ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଏହି ସେଲ୍‌ ଡିଡ୍‌ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୫ ପରିବାର ଏବଂ ଭିତର ସେବାୟତ ନିଯୋଗ ସେମାନଙ୍କ ଜମି ସରକାରଙ୍କୁ ପ୍ରତ୍ୟକ୍ଷ ଭାବେ ବିକ୍ରି କରିସାରିଥିବା ଜଣାପଡ଼ିିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri