Posted inଜାତୀୟ

ଶ୍ରୀଲଙ୍କାରୁ ଲାକ୍ଷାଦ୍ୱୀପରେ ପହଞ୍ଚିଲା ସନ୍ଦିଗ୍ଧ ବୋଟ୍‌: ଗୋଇନ୍ଦା ବିଭାଗ ସୂଚନା ଆଧାରରେ କେରଳରେ ହାଇଆର୍ଲଟ

ଥିରୁବନନ୍ତପୁରମ୍‌,୨୬।୫: ଶ୍ରୀଲଙ୍କାରୁ ଏକ ସନ୍ଦିଗ୍ଧ ବୋଟ୍‌ ଲାକ୍ଷାଦ୍ୱୀପରେ ଆସି ପହଞ୍ଚିଛି। ଏଥିରେ ୧୫ ଜଣ ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଇନ୍ଦା ବିଭାଗର ତଥ୍ୟ ଭିତ୍ତିକ ସୂଚନା ଆଧାରରେ କେରଳରେ ହାଇ ଆର୍ଲଟ ଜାରି କରାଯାଇଛି। ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ସମଗ୍ର ଅଞ୍ଚଳରେ କଡ଼ା ନଜର ରଖାଯିବା ସହିତ ପାଟ୍ରୋଲିଂକୁ ଜୋର୍‌ଦାର୍‌ କରାଯାଇଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ବ୍ୟକ୍ତି ତଥା ମାଛଧରା ବୋଟର ଯାଞ୍ଚ୍‌ ମଧ୍ୟ କରାଯାଉଛି। ଏହାସହିତ ଏଠାରେ ଥିବା ଥାନାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…

ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri