ଶ୍ରୀଲଙ୍କାର ୨ ସୁରକ୍ଷା ମୁଖ୍ୟଙ୍କୁ ଇସ୍ତଫା ଦେବାକୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ

କଲମ୍ବୋ, ୨୫ା୪ : ଶ୍ରୀଲଙ୍କା ବିସ୍ଫୋରଣ ପରେ ରାଷ୍ଟ୍ରପତି ମୈଥ୍ରୀପାଲ ଶିରିସେନା ୨ ମୁଖ୍ୟ ସୁରକ୍ଷା ଅଧିକାରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତି ଶିରିସେନା ପୋଲିସ ବିଭାଗ ମୁଖ୍ୟ ଏବଂ ପ୍ରତିରକ୍ଷା ସଚିବଙ୍କ ଉପରେ ଏପରି କାର୍ଯ୍ୟାନୁଷ୍ଠାନ ନେଇଥିବା ଏକ ରିପୋର୍ଟରୁ ପ୍ରକାଶ। ଶିରିସେନା କହିଛନ୍ତି, ସୁରକ୍ଷା ଅଧିକାରୀ ବିଦେଶୀ ଗୁଇନ୍ଦା ସଂସ୍ଥାଠାରୁ ଖବର ପାଇଥିଲେ ମଧ୍ୟ ତାଙ୍କୁ ଜଣାଇ ନ ଥିଲେ। ଏହି କାରଣରୁ ସେ ସୁରକ୍ଷା ଅଧିକାରୀଙ୍କ ପ୍ରତି ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri