Posted inଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣରେ ନିଖୋଜ ଅଛନ୍ତି ୭ ଜେଡି(ଏସ୍‌) କର୍ମୀ

ବେଙ୍ଗାଲୁର,୨୨।୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ବିସ୍ଫୋରଣରେ ୫ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହିି ଘଟଣାରେ କର୍ନାଟକର ୨ ଜନତା ଦଳ ସେକ୍ୟୁଲାର ବା ଜେଡି(ଏସ୍‌) କର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୭ ଜଣ ନିଖୋଜ ଥିବା କୁହାଯାଉଛି। କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କହିଛନ୍ତି ଏହି କର୍ମୀମାନେ କଲମ୍ବୋ ବୁଲିବାକୁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି। ତେବେ ଏ ସମ୍ପର୍କରେ ସେ ଶ୍ରୀଲଙ୍କାରେ ଥିବା ଭାରତୀୟ ହାଇ କମିଶନରଙ୍କ ସହ ସମ୍ପର୍କ କରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri