Posted inଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣ ଘଟଣା: ତାମିଲନାଡୁର ୭ଟି ସ୍ଥାନରେ ଏନଆଇଏ ଚଢାଉ

କୋଏମ୍ବାଟୁର, ୧୨।୬: ଶ୍ରୀଲଙ୍କା ଇଷ୍ଟର ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କୋଏମ୍ବାଟୁରର ୭ଟି ସ୍ଥାନରେ ବୁଧବାର ଚଢ଼ାଉ କରିଛି। ଅଝାରୁଦ୍ଦିନ, ସଦ୍ଦାମ ଆକବର ଏବଂ ଆବୁ ବାକର ସିଦ୍ଦିକି ନାମକ ୩ଜଣ ବ୍ୟକ୍ତି ଏନଆଇଏ ପାଇଁ କାମ କରୁଥିଲେ। ଶ୍ରୀଲଙ୍କା ବିସ୍ଫୋରଣରେ ସମ୍ପୃକ୍ତି ଥିବା ସନ୍ଦେହରେ ବୁଧବାର ଏହି ୩ ଜଣଙ୍କ ବାସଭବନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଶ୍ରୀଲଙ୍କା ବିସ୍ଫୋରଣରେ ଆଇଏସ ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri