Posted inଖେଳ

ଶ୍ରୀୟଙ୍କାଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୩୦।୭(କ୍ରୀଡ଼ା ପ୍ରତିନିଧି)-
ଓଡ଼ିଶାର ତାରକା ଶୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ କ୍ୟାରିୟରରେ ଆଉ ଏକ ସଫଳତାଲାଭ କରିଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ୧୨ତମ ସର୍ଦ୍ଦାର ସାଜନ ସିଂ ସେଠୀ ମେମୋରିଆଲ ମାଷ୍ଟର୍ସ ମିଟ୍‌ ଶୁଟିଂର ୧୦ ମିଟର ଏୟାର ରାଇଫଲ ମହିଳା ବ୍ୟକ୍ତିଗତ ବିଭାଗରେ ସେ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ଏହା ଏକ ସମ୍ମାନଜନକ ଜାତୀୟ ସ୍ତରୀୟ ଶୁଟିଂ ପ୍ରତିଯୋଗିତା। ଏଥିରେ କେବଳ ଦେଶର ଶୀର୍ଷସ୍ଥାନୀୟ ଶୁଟରଙ୍କୁ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଥାଏ। ଶ୍ରୀୟଙ୍କାଙ୍କ ଇଭେଣ୍ଟରେ ଅଞ୍ଜୁମ ମୁଦଗିଲ ସ୍ବର୍ଣ୍ଣ ଓ ମେହୁଲି ଘୋଷ ରୌପ୍ୟ ପଦକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri