ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୪।୪( ଡି.ଏନ୍‌.ଏ.): ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଶୁକ୍ରବାର ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ୩ଟି ବିଭାଗରେ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଓଡ଼ିଶାରେ ଶ୍ରେଷ୍ଠ ବିକାଶ ପ୍ଲାନ କରିବାରେ ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ, ଓଡ଼ିଶାର ଶ୍ରେଷ୍ଠ ଚାଇଲ୍ଡ ଫ୍ରେଣ୍ଡ୍‌ଲି ପଞ୍ଚାୟତ ବିଭାଗରେ ବେଲଗୁଣ୍ଠା ବ୍ଲକର ବଡ଼ବରସିଙ୍ଗି ପଞ୍ଚାୟତ ଏବଂ ନାନାଜି ଦେଶମୁଖ ରାଷ୍ଟ୍ରୀୟ ଗୌରବ ଗ୍ରାମ ସଭା ପୁରସ୍କାର ସାନଖେମୁଣ୍ଡି ବ୍ଲକ ପୋଡାମାରି ପଞ୍ଚାୟତକୁ ଆୱାର୍ଡ ମିଳିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଅପରାହ୍ନରେ ଟୁଇଟକରି ସୂଚନା ଦେଇଛନ୍ତି। ଏଥିସହ ଏହି ସଫଳତା ପାଇଁ ଗଞ୍ଜାମ ଡିଆର୍‌ଡିଏ ଟିମ୍‌ ଓ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ବଡିଓ, ସରପଞ୍ଚ ଓ ଅନ୍ୟମାନଙ୍କୁ ଡିଆରଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମଧ୍ୟ ଟୁଇଟକରି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri