ଶ୍ୟାମ ସୁନ୍ଦର ନାରଙ୍ଗ ଆଇଓବିର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୮-୬: ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଭୁବନେଶ୍ୱରସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ୟାମ ସୁନ୍ଦର ନାରଙ୍ଗ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ନାଗପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ୧୯୮୪ରେ ସେ ଆଇଓବିରେ ନିଜର କର୍ମମୟ ଜୀବନ ଆରମ୍ଭ କରିଥିଲେ। ନିଜ କାର୍ଯ୍ୟକାଳ ମଧ୍ୟରେ ଦିଲ୍ଲୀ,କଲିକତା, ହରିୟାଣା, ପଞ୍ଜାବ ଏବଂ ନାଗପୁର ଭଳି ସ୍ଥାନରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିବା ସହ ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ହାସଲ କରିଛନ୍ତି। ଏନ୍‌ପିଏ ହ୍ରାସ, କାସା ଜମା ବୃଦ୍ଧି ଏବଂ ଖୁଚୁରା ଋଣ ପ୍ରଦାନକୁ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri