ଶ୍ୱଶୁର ଘରକୁ ଆସି ଚୋରି ଉଦ୍ୟମ: ଜ୍ୱାଇଁ ଗିରଫ

କଳିଙ୍ଗନଗର,୧୮।୮(ଡି.ଏନ.ଏ)- ଶ୍ୱଶୁର ଘରକୁ ବୁଲିବାକୁ ଆସି ଗାଡ଼ି ବ୍ୟାଟେରୀ ଓ ଯନ୍ତ୍ରାଂଶ ଚୋରି କରୁଥିବାବେଳେ ଧରାପଡ଼ି ଯଖପୁରା ପୋଲିସ ଦ୍ୱାରା କୋର୍ଟଚାଲାଣ ହୋଇଛନ୍ତି ଜ୍ୱାଇଁ। ଏଭଳି ଘଟଣା ଘଟିଛି ଡୁବୁରୀ ମାଟିଆ ସାହିରେ। ଗିରଫ ବ୍ୟକ୍ତି ହେଲେ କେନ୍ଦୁଝର ଜିଲା ପାଟଣା ଥାନା ବରଣ୍ଡିଯୋଡି ଗ୍ରାମର ବାଡିଆ ମାଟିଆ (୩୫)। ସୂଚନା ଥାଉକି, ବାଡ଼ିଆ ଡୁବୁରୀ ମାଟିଆ ସାହିରେ ଥିବା ତାଙ୍କ ଶ୍ୱଶୁର ଘରକୁ ଆସିଥିଲେ। ଶୁକ୍ରବାର ରାତିରେ ସେ ତାଙ୍କ ଶ୍ୱଶୁର ଘର ଅଞ୍ଚଳରୁ ଅରୁଣ ବେହେରା (୨୪) ନାମକ ଜଣେ ସହଯୋଗୀଙ୍କୁ ଧରି ଯଖପୁରାସ୍ଥିତ ଏକ ଢାବା ନିକଟରେ ଛିଡା ହୋଇଥିବା ଟ୍ରକଗୁଡିକରୁ ଯନ୍ତ୍ରାଂଶ ଚୋରି କରୁଥିଲେ। ଏହା ଜଣେ ଟ୍ରକ ହେଲପର ଦେଖି ନିକଟରେ ଥିବା ଗାଡି ଚାଳକଙ୍କୁ କହିଥିଲା। ଫଳରେ ସେଠାରେ ଥିବା ଚାଳକ ଓ ହେଲପର ସେମାନଙ୍କୁ କାବୁ କରି ଯଖପୁରା ପୋଲିସକୁ ଜିମା ଦେଇଥିଲେ। ଏହାପରେ ଯଖପୁରା ପୋଲିସ ସେମାନଙ୍କ ନାମରେ ଏକ ମାମଲା (ନଂ. ୫୯/୧୯) ରୁଜୁ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri