ଶ୍ୱଶୁର ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା

ଚଢ଼େଇଧରା,୨୪ା୮(ଡି.ଏନ୍‌.ଏ)- ଯାଜପୁର ଜିଲା ଜେନାପୁର ଥାନା ପୁରୁଣା ବଉଳମାଳ ପଞ୍ଚାୟତ କୃଷ୍ଣପଶି ଗ୍ରାମସ୍ଥିତ ଶ୍ୱଶୁର ଘରେ ଶୁକ୍ରବାର ଜ୍ୱାଇଁ ଫ୍ୟାନ୍‌ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଧର୍ମଶାଳା ଥାନା ଗୋପାଳପୁର ଗ୍ରାମର ଅନନ୍ତ ଦାସ (୩୫)। ଘଟଣାସ୍ଥଳରେ ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ ଓ ଫାଣ୍ଡି ଅଧିକାରୀ ସୁଧିର କୁମାର ରାଉତରାୟ ସଦଳବଳେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ଏକ ମାମଲା (ନଂ. ୧୦/୧୯) ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଡ଼ଚଣାକୁ ପଠାଇଛନ୍ତି।

ପ୍ରକାଶ ଯେ, ଅନନ୍ତ ୧୦ବର୍ଷ ତଳେ କୃଷ୍ଣପଶି ଗ୍ରାମର ସନିଆ ସାହୁଙ୍କ ଝିଅ ରୁକ୍ମଣୀଙ୍କୁ ପ୍ରେମ କରି ବିବାହ କରିଥିଲେ। ଏହାପରେ ସେ ତାଙ୍କ ଶ୍ୱଶୁର ଘରେ ଆସି ରହୁଥିଲେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମଝିରେ ମଝିରେ ଝଗଡ଼ା ଲାଗି ରହୁଥିଲା। ଶୁକ୍ରବାର ରାତିରେ ଖାଇ ଶୋଇବା ପରେ ବିଳମ୍ବିତ ରାତିରେ ସେ ରଶି ଲଗାଇ ଆମତ୍ହତ୍ୟା କରିଥିଲେ। ତାଙ୍କର ୨ଟି ପୁଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri