Posted inଖେଳ

ଶ ଫିଟ୍‌, ସ୍ପଷ୍ଟ କଲେ ଶାସ୍ତ୍ରୀ

ଖୀଷ୍ଟଚର୍ଚ୍ଚ,୨୮।୨(ପି.ଟି.)- ଯୁବ ଓପନର ପୃଥ୍ବୀ ଶ ପାଦ ଜନିତ ଆହତ ସମସ୍ୟାରୁ ମୁକୁଳି ସାରିଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ଖେଳିବେ ବୋଲି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ କହିଛନ୍ତି। ପାଦ ଫୁଲି ଥିବାରୁ ଶ’ ଗୁରୁବାର ଟ୍ରେନିଂ ସେସନରେ ଯୋଗଦେଇ ନ ଥିଲେ। ଏହା ଟିମ୍‌ ମ୍ୟାନେଜମେଣ୍ଟର ଚିନ୍ତା ବଢ଼ାଇ ଦେଇଥିଲା। କିନ୍ତୁ ଭଲ ଖବର ହେଲା ସେ ଫିଟ୍‌ ହୋଇ ନେଟ୍ସକୁ ଫେରିଛନ୍ତି। ଶନିବାର ସେ ଲମ୍ବା ସମୟ ଧରି ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରିଥିଲେ। ଅଧିନାୟକ ବିରାଟ କୋହଲି କିଛି ଗୁରୁତ୍ୱପୂର୍ଣ୍ଣ ଟିପ୍ସ ଯୁବ ଓପନରଙ୍କୁ ଦେଇଥିଲେ। ଶ’ ପ୍ରଥମ ଟେଷ୍ଟରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ଉଭୟ ଇନିଂସରେ ସେ ମୋଟ ୩୦ ରନ୍‌ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri