ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଗ୍ରାମରକ୍ଷୀ ଅଟକ

ରଣପୁର,୧୭।୧୨(ସ୍ବ.ପ୍ର.): ଷଷ୍ଠଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ନୟାଗଡ ଜିଲା ରଣପୁର ଥାନା ରଘୁନାଥପୁର ଅଞ୍ଚଳର ଗ୍ରାମରକ୍ଷୀ ରମେଶ ଚନ୍ଦ୍ର ବିଶ୍ୱାଳ ଅଟକ ଅଛନ୍ତି। ମଙ୍ଗଳବାର ଛାତ୍ରୀଜଣଙ୍କ ସ୍କୁଲକୁ ଯାଉଥିବାବେଳେ ଚକୋଲେଟ ଦେଇ ଗ୍ରାମରକ୍ଷୀ ଅସଦାଚରଣ କରିଥିଲେ। ଛାତ୍ରୀଙ୍କ ମା’ବାପା ଗ୍ରାମରକ୍ଷୀଙ୍କୁ କାବୁ କରି ରଣପୁର ଥାନାରେ ପହଞ୍ଚି ପୋଲିସ ଜିମା ଦେଇଥିଲେ। ପୋଲିସ ଗ୍ରାମରକ୍ଷୀଙ୍କୁ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri