Posted inଜାତୀୟ

ଷ୍ଟାର କ୍ୟାମ୍ପେନ ତାଲିକାରୁ ବାଦ୍‌ ପଡ଼ିଲେ ୨ଭାଜପା ନେତା

ନୂଆଦିଲ୍ଲୀ,୨୯।୧: ଆକ୍ସନ ମୁଡ୍‌ରେ ଦିଲ୍ଲୀ ନିର୍ବାଚନ କମିଶନ। ଉତ୍ତେଜନାପୂର୍ଣ୍ଣ ବୟାନକୁ ନେଇ ଭାଜପା ଏମ୍‌ପି ଓ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାଜପା ଏମ୍‌ପି ପ୍ରବେଶ ସିଂହ ବର୍ମା ଓ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ଭାଜପାର ଷ୍ଟାର କ୍ୟାମ୍ପେନ ତାଲିକାରୁ ବାଦ୍‌ ଦେବା ପାଇଁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏଣିକି ଏହି ଦୁଇ ନେତା ଆଉ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ପାଇଁ ପ୍ରଚାର କରିପାରିବେ ନାହିଁ। ସୂଚନାଯୋଗ୍ୟ, ଅନୁରାଗ ଓ ପ୍ରବେଶ ସୋମବାର ନିର୍ବାଚନ ପ୍ରଚାର ସମୟରେ ଏକ ବିବାଦୀୟ ବୟାନ ଦେଇଥିଲେ। ଏହାକୁ ନେଇ ନିର୍ବାଚନ କମିଶନ ସମ୍ପୃକ୍ତ ୨ଜଣଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ନୋଟିସ୍‌ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri