ଷ୍ଟେଶନ ରୋଡ୍‌ରୁ ୪ ଲକ୍ଷ ଟଙ୍କାର ମଦ ଜବତ: ଖସିଗଲେ ମା’ ପୁଅ

କଟକ ରୋଡ,୩।୨: ରାଜଧାନୀରେ ଚୋରା ବ୍ୟବସାୟ ବେଧଡକ ଚାଲିଛି। ବିଭିନ୍ନ ଜାଗାରେ ବ୍ରାଉନସୁଗାର, ଗଞ୍ଜେଇ ସାଙ୍ଗକୁ ବିଦେଶୀ ଓ ଦେଶୀ ମଦ କାୟା ମେଲାଇଛି। ଦୀର୍ଘଦିନ ଧରି ଲକ୍ଷ୍ମୀସାଗର ଥାନା ଅଧୀନ ୬ନଂ ପ୍ଲାଟଫର୍ମ ଷ୍ଟୋନ ରୋଡରେ ଲକ୍ଷ୍ମୀସାଗର ଏବଂ କମିଶନରେଟ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଚଢାଉ କରି ଏକ ଘରୁ ୬୦୦ ବୋତଲ ଦେଶୀ ମଦ ଜବତ କରିଛି। ଜବତ ମଦର ମୂଲ୍ୟ ପାଖାପାଖି ୪ଲକ୍ଷ ଟଙ୍କା ହେବ ବୋଲି ଲକ୍ଷ୍ମୀସାଗର ଥାନାଧିକାରୀ ଦୟାନିଧି ନାୟକ କହିଛନ୍ତି। ସୂଚନାଯୋଗ୍ୟ, ବହୁଦିନଧରି ଷ୍ଟେଶନ ରୋଡ କଡରେ ଥିବା ଏକ ବସ୍ତିରେ ଚୋରା ମଦ ବ୍ୟବସାୟ ଜାରି ରହିଛି। ଜଣେ ମା’ ଏବଂ ପୁଅ ଏହି ମଦ ବ୍ୟବସାୟ କରୁଥିବାବେଳେ ଚଢାଉବେଳେ ସେମାନେ ଖସିଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri