ଷ୍ଟ୍ରେଚ୍‌ମାର୍କରୁ ମୁକ୍ତି

ଶିଶୁ ଜନ୍ମ ପରେ ଅଧିକାଂଶ ମା’ଙ୍କ ପେଟ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଷ୍ଟ୍ରେଚ୍‌ମାର୍କ ହୋଇଯାଏ, ଯାହା ସୌନ୍ଦର୍ଯ୍ୟ ନଷ୍ଟ କରିଦିଏ ବୋଲି ଅନେକେ ବ୍ୟସ୍ତ ହୋଇଥାନ୍ତି। ହେଲେ ଏଥିପାଇଁ ବ୍ୟସ୍ତ ନ ହୋଇ କେତୋଟି ସହଜ ଉପାୟ ଆପଣାଇଲେ ଧୀରେ ଧୀରେ ଷ୍ଟ୍ରେଚ୍‌ମାର୍କ ଦୂରେଇ ପାରିବେ..

ଅଏଲ୍‌ ମସାଜ୍‌: ପେଟ ଏବଂ ଅନ୍ୟ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନରେ ଅଏଲ୍‌ ମସାଜ୍‌ କରିବା ଦ୍ୱାରା ତାହା ନରମ ହେବା ସହ ଧୀରେ ଧୀରେ ମାର୍କ ଦୂର ହେବାରେ ସାହାଯ୍ୟ କରିଥାଏ। ତେବେ ଏହାକୁ ଲଗାଇବାର ସବୁଠୁ ଭଲ ଉପାୟ ହେଉଛି ଉଷୁମ ପାଣିରେ ଗାଧୋଇବା ପରେ ଧୀରେ ଧୀରେ ପ୍ରାୟ ୨ ମିନିଟ୍‌ ପର୍ଯ୍ୟନ୍ତ ମାର୍କ ହୋଇଥିବା ସ୍ଥାନରେ ତେଲ ଘଷନ୍ତୁ। ଏଥିପାଇଁ ବାୟୋ ଅଏଲ୍‌ କିମ୍ବା ନଡ଼ିଆ ତେଲ ସବୁଠୁ ଭଲ।
କ୍ରିମ୍‌: ଷ୍ଟ୍ରେଚ୍‌ମାର୍କ ଦୂର କରିବା ଲାଗି ବର୍ତ୍ତମାନ ବିଭିନ୍ନ ପ୍ରକାର କ୍ରିମ୍‌ ମାର୍କେଟ୍‌ରେ ଉପଲବ୍ଧ। ଡାକ୍ତରଙ୍କ ପରାମର୍ଶକ୍ରମେ କୌଣସି ଏକ ଭଲ ସ୍ପେଶିଆଲାଇଜ୍‌ଡ କ୍ରିମ୍‌, ଷ୍ଟ୍ରେଚ୍‌ମାର୍କ ରିକଭରି ସିରମ୍‌, ବଡି ଫର୍ମିଙ୍ଗ୍‌ ଜେଲ୍‌ ଆଦି ସକାଳେ ଏବଂ ସଂଧ୍ୟାରେ ଲଗାନ୍ତୁ ଉପକୃତ ହେବେ।
ପାଣି: ଷ୍ଟ୍ରେଚ୍‌ମାର୍କ କମିବା ଲାଗି କେବଳ ତେଲ, କ୍ରିମ୍‌ ଆଦି ମସାଜ୍‌ ଯଥେଷ୍ଟ ନୁହେଁ। ଏଥିପାଇଁ ଶରୀରର ଜଳୀୟାଂଶ ଠିକ୍‌ ରହିବା ଦରକାର। ତେଣୁ ଦିନକୁ ଅତି କମ୍‌ରେ ୩-୪ ଲିଟର ପାଣି ପିଅନ୍ତୁ।
ଏକ୍ସରସାଇଜ୍‌: ଏହା ଶରୀରକୁ ଫିଟ୍‌ ରଖିବା ସହ ଶୀଘ୍ର ସ୍କିନ୍‌ ରିପେୟାର କରିବାରେ ସାହାଯ୍ୟ କରିଥାଏ, ଯାହା ଗର୍ଭଧାରଣ ଯୋଗୁ ଫୁଲିଯାଇଥିବା ଏବଂ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନକୁ ଧୀରେ ଧୀରେ ରିପେୟାର କରି ପୂର୍ବଭଳି ସୁନ୍ଦର କରିଥାଏ।
ଘିକୁଆଁରୀ: ଚାମଚରେ ଘିକୁଆଁରୀ ଭିତରୁ ଜେଲ୍‌ ବାହାର କରିଦିଅନ୍ତୁ। ଏହାକୁ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନ ଉପରେ ଧୀରେ ଧୀରେ ଘଷନ୍ତୁ। ୧୫ ମିନିଟ୍‌ ରଖିବା ପରେ ଅଳ୍ପ ଉଷୁମ ପାଣିରେ ଧୋଇଦିଅନ୍ତୁ।
ଲେମ୍ବୁ: ଲେମ୍ବୁରସକୁ ଏକ କଟନ ସାହାଯ୍ୟରେ ନେଇ ଷ୍ଟ୍ରେଚ୍‌ମାର୍କ ଥିବା ସ୍ଥାନରେ ଲଗାଇ ଦଶ ମିନିଟ୍‌ ପର୍ଯ୍ୟନ୍ତ ରଖିବା ପରେ ନଖଉଷୁମ ପାଣିରେ ଗାଧୋଇ ପଡ଼ନ୍ତୁ। ଲେମ୍ବୁରେ ଥିବା ପ୍ରାକୃତିକ ଏସିଡ୍‌ ମାର୍କ ଦୂର କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri