ସଂଖ୍ୟାକୁ ଦେଖିଲେ ଲାଗେ ଡର …

ପୃଥିବୀର ବିଭିନ୍ନ ଲୋକଙ୍କଠାରେ ନାନା ପ୍ରକାର ସମସ୍ୟା ଦେଖାଦେଇଥାଏ। ସେଥିମଧ୍ୟରୁ ଗୋଟିଏ ସମସ୍ୟା ହେଉଛି ସଂଖ୍ୟାକୁ ଦେଖିଲେ ଡର ଲାଗିବା। ଏହାକୁ ଡାକ୍ତରୀ ଭାଷାରେ ଆରିଥ୍‌ମୋଫୋବିଆ କୁହାଯାଇଥାଏ। କେତେକ ଏହାକୁ ନ୍ୟୁମେରୋଫୋବିଆ ମଧ୍ୟ କୁହନ୍ତି। ଏଭଳି ସମସ୍ୟା ଥିବା ଲୋକ ଅବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗଣିତ କଷିବା ବେଳେ ଏକ ପ୍ରକାର ଭୟ ସୃଷ୍ଟି ହୋଇଥାଏ। ଫଳରେ ସେମାନେ ସାଧାରଣ ଗଣିତ ମଧ୍ୟ ଭୁଲ୍‌ କରି ବସନ୍ତି। ମାନସିକ ରୋଗ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରି କିଛି ନିର୍ଦ୍ଦିଷ୍ଟ ଔଷଧ ଦ୍ୱାରା ଏହି ସମସ୍ୟାକୁ ଦୂର କରାଯାଇଥାଏ। ତେବେ ଏହା ସହିତ ନ୍ୟୁରୋ ଲିମ୍ବିଷ୍ଟିକ୍‌ ପ୍ରୋଗ୍ରାମିଙ୍ଗ୍‌ ଥେରାପି ମଧ୍ୟ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହି ସମସ୍ୟାର ନିରାକରଣ ପାଇଁ ଏକ୍ସପୋଜର ଥେରାପି ଏବଂ ହିପ୍ନୋ ଥେରାପି ବେଶ୍‌ ଲାଭପ୍ରଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…

କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍‌): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri