ସଂଘର୍ଷରେ ୪୦ ନିହତ

ଦୁବାଇ,୧୨ା୮(ଏଏଫ୍‌ପି): ୟେମେନ୍‌ର ଆଡେନ୍‌ ସହରରେ ସରକାର ସପକ୍ଷବାଦୀ ବାହିନୀ ଓ ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ସଂଘର୍ଷ ଘଟି ୪୦ ଜଣ ନିହତ ହୋଇଥିବାବେଳେ ୨୬୦ ଜଣ ଆହତ ହୋଇଛନ୍ତି। ୮ ତାରିଖରୁ ଉକ୍ତ ସହରରେ ଉତ୍ତେଜନା ଓ ହିଂସାକାଣ୍ଡ ଲାଗି ରହିଛି। ଇଦ୍‌ ପାଳନବେଳେ ମୃତକଙ୍କ ପରିବାରରେ ଶୋକପାଳନ ଅତ୍ୟନ୍ତ ହୃଦୟ ବିଦାରକ ଘଟଣା ବୋଲି ଜାତିସଂଘ ମାନବୀୟ ଆବାହକ ଲିସେ ଗ୍ରାଣ୍ଡେ କହିଛନ୍ତି। ଆହତମାନଙ୍କ ଚିକିତ୍ସା ଲାଗି ଜାତିସଂଘ ପକ୍ଷରୁ ଡାକ୍ତରୀ ଦଳ ପଠାଯାଇଛି। ଘରୁ ବାହାରିପାରୁ ନ ଥିବା ଲୋକମାନେ ଭୋକଉପାସରେ ଦିନ କାଟୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି…

୧୬ କେଜି ଗଞ୍ଜେଇ ଜବତ, ୨ ଗିରଫ

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଅବକାରୀ ବିଭାଗ କର୍ମଚାରୀ ସୋମବାର ପୃଥକ୍‌ ସ୍ଥାନରେ ଚଢ଼ାଉ କରି ୧୬ କେଜି ଗଞ୍ଜେଇ ଜବତ ସହ ୨ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri