Posted inଜାତୀୟ

ସଂଘର ଡିଜିଟାଲ ଅବତାର: ମୋହନ ଭାଗବତଙ୍କ ସମେତ ୬ ନେତା ଆସିଲେ ଟୁଇଟରରେ

ନୂଆଦିଲ୍ଲୀ,୧।୭: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଓ ଅନ୍ୟ ୬ ଜଣ ଜାୟୀୟ ସ୍ତରର ନେତା ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ଆସିଛନ୍ତି। ଏହି ମାଇକ୍ରୋ ବ୍ଲଗିଙ୍ଗ ସାଇଟରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ସୁରେଶ ଯୋଶୀ, ସୁରେଶ ସୋନି, କ୍ରିଷ୍ଣା ଗୋପାଳ, ଭି.ଭଗୟିୟା, ଅରୁଣ କୁମାର ଓ ଅନିରୁଦ୍ଧ ଦେଶପାଣ୍ଡେ। ଭାଗବତ ଏପର୍ଯ୍ୟନ୍ତ କୌଣସି ଟୁଇଟ୍‌ କରି ନ ଥିବା ବେଳେ ଏବେ ତାଙ୍କ ଫଲୋୟର୍ସଙ୍କ ସଂଖ୍ୟା ୪ ହଜାର ଛୁଇଁ ସାରିଲାଣି। ସେହିପରି ଆର୍‌ଏସ୍‌ଏସ୍‌ର ଅଫିସିୟାଲ୍‌ ଟୁଇଟର ପେଜରେ ଫଲୋୟର୍ସଙ୍କ ସଂଖ୍ୟା ରହିଛି ପାଖାପାଖି ୧୩ ଲକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥ ଅବରୋଧ କଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ହାଇ-ଏଥାନଲ ପେଟ୍ରୋଲରୁ ଏକ୍ସସାଇଜ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆ (West Asia)ରେ ଜାରି ରହିଥିବା ଯୁଦ୍ଧ ଏବଂ ଉତ୍ତେଜନା କାରଣରୁ ବିଶ୍ୱ ଶକ୍ତି ବଜାର (Global Energy Market)ରେ ସୃଷ୍ଟି ହୋଇଥିବା ହାହାକାର…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ଭାରତ ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ: ହର୍ମୁଜ ପ୍ରଣାଳୀ ବନ୍ଦ ପରେ ଏବେ ବଢିବ…

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆରେ ଉତ୍ତେଜନା ଏବଂ ସଙ୍କଟ ବିଶ୍ୱବ୍ୟାପୀ ଅସ୍ଥିରତା ସୃଷ୍ଟି କରିଛ ଭାରତ ଏହି ପରିସ୍ଥିତିରୁ ମୁକ୍ତ ନୁହେଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା, ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଫାଇଲ ଗାଏବ

ଭୁବନେଶ୍ୱର,୧୧।୬ (ପ୍ରସନଜିତ୍‌ ସାହୁ): କନ୍ଧମାଳ ଜଲେଶପେଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା ଘଟଣାକୁ ନେଇ ଏ. ଏସ୍‌. ନାଇଡୁ କମିଶନ ତଦନ୍ତ କରି ସରକାରଙ୍କୁ ରିପୋର୍ଟ…

ମମତାଙ୍କୁ ଆଉ ଏକ ବଡ଼ ଝଟ୍‌କା: TMCରୁ ଆଉ ଜଣେ ଏମ୍‌ପିଙ୍କ ଇସ୍ତଫା; ଜାଣନ୍ତୁ ଏବେ ଦିଦିଙ୍କ ସହ କେତେ ରହିଲେ ଏମ୍‌ପି-ବିଧାୟକ

କୋଲକାତା,୧୧।୫: ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (TMC) ମଧ୍ୟରେ ସବୁ କିଛି ଠିକ୍‌ ଚାଲିନାହିଁ ଏବଂ ଦଳରେ ଦଳବଦଳର ସ୍ଥିତି ସୃଷ୍ଟି ହୋଇଛି। ଦଳର ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri