ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି

ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ରହିଛି। ବିଧାନସଭାରେ ଏକକାଳୀନ ବ୍ୟାଖ୍ୟାକରଣ ଓ ସେବାପ୍ରଦାନ ବ୍ୟବସ୍ଥାକୁ ଇଂଲିଶରୁ ଓଡ଼ିଆ ଓ ଓଡ଼ିଆରୁ ଇଂଲିଶରେ ଆରମ୍ଭ କରାଯିବ।
କାଗଜଶୂନ୍ୟ (ପେପରଲେସ୍‌) ଇ-କ୍ୟାବିନେଟ୍‌ ବୈଠକର ଅୟମାରମ୍ଭ କରାଯିବା ସହିତ ବିଧାନସଭା ସମ୍ବନ୍ଧୀୟ ବିଷୟକୁ ସ୍ବୟଂକ୍ରିୟ, ନ୍ୟାଶନାଲ ଇ-ବିଧାନ ଆପ୍ଲିକେଶନ୍‌ (ଏନ୍‌ଇଭିଏ)ର କାର୍ଯ୍ୟାନ୍ବୟନ ଏବଂ ଓସ୍ବାସ୍‌(ଓଏସ୍‌ଡବ୍ଲ୍ୟୁଏସ୍‌)ର ଏକୀକରଣ କରାଯିବାର ପ୍ରସ୍ତାବ ରହିଛି। ସେହିଭଳି ବାଚସ୍ପତିଙ୍କ ପରାମର୍ଶ କ୍ରମେ ଗଣମାଧ୍ୟମକୁ ସମ୍ବୋଧନ ନିମନ୍ତେ ଏକ ସ୍ବତନ୍ତ୍ର ଗଣମାଧ୍ୟମ ସମ୍ବୋଧନ ପ୍ରକୋଷ୍ଠ ସୃଷ୍ଟି କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ, ଅନ୍ୟ ସରକାରୀ/ବିଧାନସଭା ପଦାଧିକାରୀମାନେ ଗଣମାଧ୍ୟମ ସମ୍ମୁଖରେ ବକ୍ତବ୍ୟ ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri