ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ । ଏହି ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ଏଠାରେ ଦୁଇଜଣ ବିଜ୍ଞାନ ଶିକ୍ଷକ, ଦୁଇଜଣ ଆର୍ଟସ ଶିକ୍ଷକ, ଜଣେ ହିନ୍ଦୀ ଓ ଆଉ ଜଣେ ସଂସ୍କୃତ ଓ ପିଇଟି ଏପରି ସାତଜଣ ଶିକ୍ଷକ ରହିବା କଥା ା କିନ୍ତୁ ଜଣେ ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷକ, ଜଣେ ବିଜ୍ଞାନ ଶିକ୍ଷକ ଓ ଜଣେ ଆର୍ଟସ୍‌ ଶିକ୍ଷକ ଅଛନ୍ତି। ଫଳରେ ପିଲାଙ୍କ ପାଠପଢ଼ାରେ ସମସ୍ୟା ଦେଖାଦେଉଛି। ଶିକ୍ଷକ ନିଯୁକ୍ତି ଦାବିରେ ସୋମବାରରୁ ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଦାବି ପୂରଣ ହେବା ଯାଏ ଏହା ଚାଲୁରହିବ ବୋଲି ଏମାନେ ପ୍ରକାଶ କରିଛନ୍ତି। ପ୍ରଧାନ ଶିକ୍ଷକ ପ୍ରିୟଦର୍ଶନ ଶବରଙ୍କଠାରୁ ଖବର ପାଇ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ମଙ୍ଗୁଳି ଚରଣ ଜେନା, ସିଆରସିସି ମାଗତା ନାହାକ ପହଞ୍ଚତ୍ ଧାରଣାରତ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରି ଲିଖିତ ଅଭିଯୋଗ କରିବା ପାଇଁ ବୁଝାଇଥିଲେ। ଦାବି ପୂରଣ ନ ହେବା ଯାଏ ଧାରଣା ଜାରି ରହିବ ବୋଲି ଅଭିଭାବକମାନେ ପ୍ରକାଶ କରିଥିଲେ । ମଙ୍ଗଳବାର ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ କେଶପୁର ଆରଆଇ ପ୍ରଦୀପ କୁମାର ଦାସ ପହଞ୍ଚତ୍ ବୁଝାଶୁଝା କରିଥିଲେ ସୁଦ୍ଧା ସେମାନେ ହଟି ନ ଥିଲେ । ଜିଲା ପ୍ରଶାସନ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବା ପାଇଁ ବିକ୍ରମପୁର ପଞ୍ଚାୟତ ଜନସାଧାରଣ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?