ସକାଳୁ ଉଷୁମ ପାଣିରେ ଦୁଇଠୋପା ମହୁ…

ସକାଳୁ ଉଷୁମ ପାଣିରେ ଦୁଇଠୋପା ମହୁ ପକାଇ ପିିଇଲେ ମେଦବହୁଳତାରୁ ମୁକ୍ତି ମିଳେ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ମହୁରେ ପ୍ରୋଟିନ୍‌, ତନ୍ତୁଜ, ଶର୍କରା, ଲୌହ, ସୋଡିୟମ୍‌, ପୋଟାସିୟମ୍‌, ଫସଫରସ୍‌, ଜିଙ୍କ୍‌, କ୍ୟାଲସିୟମ୍‌ ଆଦି ତତ୍ତ୍ୱ ରହିଥାଏ। ଏଥିରେ ମଧ୍ୟ ଫୋଲେଟ୍‌, ନିଆସିନ୍‌, ରିବୋଫ୍ଲାବିନ୍‌, ଭିଟାମିନ୍‌ ସି, ଭିଟାମିନ୍‌ ବି-୬ ଆଦି ପ୍ରଚୁର ପରିମାଣରେ ରହିଥାଏ। ମହୁପାଣି ନିୟମିତ ପିଇଲେ ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ଫଳରେ ହାର୍ଟ ଆଟାକ୍‌ ଏବଂ ଡାଇବେଟିସ୍‌ରୁ ମୁକ୍ତି ମିଳେ। ଏହା କୋଷ୍ଠକାଠିନ୍ୟ ଦୂର କରିବା ସହିତ ଥଣ୍ଡା, କଫ, ମୁଖବ୍ରଣ ସମସ୍ୟା ଆଦି ଦୂର କରେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri