ସକାଳୁ ଖାଲି ପେଟରେ ପିଅନ୍ତୁ ଅଦା ଜୁସ୍‌

ଅଦା ଜୁସ୍‌ ଶରୀର ପାଇଁ ବେଶ୍‌ ଲାଭଦାୟକ। ବିଶେଷ କରି ସକାଳୁ ଅଦା ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଅଦା ଜୁସ୍‌ରେ ଥିବା ଅନେକ ଉପକାରିତ ସମ୍ପର୍କରେ ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।
-ସକାଳୁ ଖାଲି ପେଟରେ ଅଦା ଜୁସ୍‌ ପିଇଲେ ଗଳା ଦରଜ, ଶର୍କରା, ପେଟସମସ୍ୟା, ଆଣ୍ଠୁଗଣ୍ଠି ଦରଜ, କୋଲେଷ୍ଟରଲ ଓ କ୍ୟାନସର ଭଳି ମାରାତ୍ମକ ରୋଗଠୁ ଶରୀରକୁ ଦୂରେଇ ରଖି ହେବ।
-ଏହା ଶରୀରରେ ଗ୍ଲୁକୋଜ୍‌ର ପରିମାଣକୁ ନିୟନ୍ତ୍ରଣରେ ରଖିଥାଏ। ଫଳରେ ସୁଗାର ସ୍ତର ବଢି ନ ଥାଏ। ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା ଲାଭଦାୟକ।
-ସକାଳୁ ଖାଲି ପେଟରେ ଏକ କପ୍‌ ଅଦା ଜୁସ୍‌ ପିଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଏଥିରେ ଭରପୂର ମାତ୍ରାରେ ଆଣ୍ଟି-ଇନଫ୍ଲାମେଣ୍ଟରି ଗୁଣ ଥିବାରୁ ଏହା ମାରାତ୍ମକ କ୍ୟାନସର ରୋଗକୁ ମଧ୍ୟ ଦୂରେଇ ଦେଇଥାଏ।
-ଆଣ୍ଠୁଗଣ୍ଠି ଦରଜ ଥିଲେ ପ୍ରତିଦିନ ସକାଳୁ ଏକ କପ୍‌ ଅଦା ଜୁସ୍‌ ପିଇଲେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।
-ନିୟମିତ ସକାଳୁ ଖାଲି ପେଟରେ ଅଦା ଜୁସ୍‌ ପିଇଲେ ଥକ୍କାପଣ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?