ସକାଳେ କାହିଁକି ଖାଇବେ ସଦାବିହାରୀ ପତ୍ର

ସଦାବିହାରୀ, ସଦାଫୁଲି ବା ନୟନ ତାରା ନାଁରେ ପରିଚିତ ଏହି ଫୁଲ ଦେଖିବାକୁ ଯେ ସୁନ୍ଦର ତା’ ନୁହେଁ ଏଥିରେ ରହିଛି ଔଷଧୀୟ ଗୁଣ। ଡାକ୍ତର ବସନ୍ତ ଲାଡଙ୍କ ଦ୍ୱାରା ଲିଖିତ ‘ଏ କମ୍ଲିଟ୍‌ ବୁକ୍‌ ଅଫ୍‌ ଆୟୁର୍ବେଦିକ ରିମେଡିଜ୍‌’ରେ ସଦାବିହାରୀର ଉପକାରିତା ବିଷୟରେ ବର୍ଣ୍ଣନା କରାଯାଇଛି।
-ଧଳା ରଙ୍ଗର ସଦାବିହାରୀ ଡାଇବେଟିସ୍‌ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ। ସକାଳୁ ଖାଲି ପେଟରେ ଧଳା ସଦାବିହାରୀ ଫୁଲର ୩-୪ଟି କଅଁଳିଆ ପତ୍ରକୁ ଚୋବାଇ ଖାଇ ଅଳ୍ପ ପାଣି ପିଇଲେ ଶର୍କରା ସ୍ତର ନିୟନ୍ତ୍ରଣରେ ରହିଥାଏ। ନିୟମିତ ଏହିପରି ୩ ମାସ କଲେ ଲାଭ ମିଳିଥାଏ।
-ସେହିପରି ଏହାର ପତ୍ରକୁ ଶୁଖାଇ ଗୁଣ୍ଡ କରି ପ୍ରତିଦିନ ଏଥିରୁ ଗୋଟିଏ ଚାମଚ ଫଳରସ ସହ ଖାଇଲେ ଡାଇବେଟିସ୍‌ ନିୟନ୍ତ୍ରଣରେ ରହିଥାଏ।
-ଗୋଲାପି ରଙ୍ଗର ସଦାବିହାରୀ ଫୁଲକୁ ଗୋଟିଏ କପ୍‌ ପାଣିରେ ସିଝାଇ ସକାଳୁ ଖାଲି ପେଟରେ ପିଇଲେ ଡାଇବେଟିସ୍‌ ପାଇଁ ଭଲ କାମଦିଏ।
-ମହୁମାଛି କାମୁଡିଲେ ସଦାବିହାରୀ ଫୁଲର ପତ୍ର ଭଲକାମ ଦିଏ। ଏହି ପତ୍ରର ରସକୁ ମହୁମାଛି କାମୁଡିବା ସ୍ଥାନରେ ଲଗାଇଲେ ଶୀଘ୍ର ଉପଶମ ମିଳିଥାଏ।
-ଶରୀରରେ କୌଣସି ସ୍ଥାନରେ ଘା’ ହୋଇଥିଲେ ସଦାବିହାରୀ ଗଛର କ୍ଷୀର ଲଗାଇଲେ ଏହା ଶୀଘ୍ର ଠିକ୍‌ ହୋଇଥାଏ।
-ସଦାବିହାରୀ ପତ୍ରର ରସ ସ୍କିନ୍‌ ଆଲର୍ଜି, କୁଣ୍ଡିଆ ଆଦି ସମସ୍ୟାରୁ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…

ନୂଆଦିଲ୍‌ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri