ସକାଳେ ପିଇଲେ କପେ ଲବଙ୍ଗ ଚା’…

ଲବଙ୍ଗର ଅନେକ ଔଷଧୀୟ ଗୁଣ ରହିଛି। ବର୍ଷାଦିନେ ସକାଳୁ କପେ ଲବଙ୍ଗ ଚା’ ପିଇଲେ ଏହା ଶରୀର ଲାଗି ହିତକର ହୋଇଥାଏ । କିଛି ପାଣିରେ ତୁଳସୀ ପତ୍ର, ପୋଦିନା ପତ୍ର ଓ ଲବଙ୍ଗ ପକାଇ ନାଲି ଚା’ କରି ପିଇଲେ ଥଣ୍ଡା ହେବାର ଆଶଙ୍କା ଦୂର ହୋଇଥାଏ। ଏଥିରେ ଏକ ଚାମଚ ମହୁ ମିଶାଇ ପିଇଲେ ସମସ୍ତ ପ୍ରକାର ଟେନ୍‌ସନ୍‌ ସହଜରେ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଲବଙ୍ଗକୁ ଲଙ୍କାଗୁଣ୍ଡ, ହଳଦୀଗୁଣ୍ଡ ଓ ଅନ୍ୟ ମସଲାଗୁଣ୍ଡରେ ମିଶାଇ ବ୍ୟବହାର କଲେ ଶରୀରର ଯନ୍ତ୍ରଣା ଦୂର ହୋଇଥାଏ। ଦାନ୍ତ ବିନ୍ଧୁଥିଲେ ଲବଙ୍ଗ ତେଲକୁ ଯନ୍ତ୍ରଣା ହେଉଥିବା ଦାନ୍ତ ମୂଳରେ ଘଷିଲେ ବିନ୍ଧା ଦୂର ହୁଏ। ଏହା ହଜମ ଶକ୍ତି ମଧ୍ୟ ବୃଦ୍ଧି କରି ଶରୀରର ଆଳସ୍ୟପଣକୁ ଦୂରେଇ ଦିଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri