ସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମ

ନିଜର ୟୁନିକ୍‌ ଭଏସ୍‌ ପାଇଁ କଣ୍ଠଶିଳ୍ପୀ ସତ୍ୟଜିତ୍‌ ପ୍ରଧାନ ଓଲିଉଡ ଜଗତରେ ବେଶ ପରିଚିତ। ଗତ କିଛିବର୍ଷ ହେବ ତାଙ୍କର ଅନେକ ଗୀତକୁ ଶ୍ରୋତା ପସନ୍ଦ କରିବା ସହ ହିଟ୍‌ର ମୋହର ମାରିଛନ୍ତି। ୨୦୧୮ ମସିହାରେ ସତ୍ୟଜିତ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମଧ୍ୟ ହାସଲ କରିଥିଲେ। ତେବେ ନିଜର ଫିଟନେସ୍‌ ପାଇଁ ସେ ବିଶେଷ ଧ୍ୟାନ ଦିଅନ୍ତି ବୋଲି କୁହନ୍ତି।

ସକାଳୁ ଉଠିବା ପରେ କିଛି ସମୟ ଯୋଗ, ପ୍ରାଣାୟମରେ ସମୟ ବିତାଏ। ଯୋଗ, ପ୍ରାଣାୟାମ ଦ୍ୱାରା କେବଳ ଶରୀର ଫିଟ୍‌ ରୁହେନି, ସୁସ୍ଥ ମାନସିକତା ଜାଗ୍ରତ ହୁଏ। ମୃଦୁ ପାନୀୟ ଆଦୌ ପିଏ ନାହିଁ। ସକାଳଠାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ ଉଷୁମ ପାଣି ପିଇବାକୁ ପ୍ରାଧାନ୍ୟ ଦିଏ। ବ୍ରେକଫାଷ୍ଟରେ ଗଜା ବୁଟ ଓ ଛତୁଆ ନିୟମିତ ଖାଇଥାଏ।
ମିଠା ଠାରୁ ଦୂରରେ ରୁହେ
ମିଠା ଖାଇବାକୁ ସମସ୍ତେ ପସନ୍ଦ କରନ୍ତି। ମୁଁ ବି ମିଠା ଜାତୀୟ ଖାଦ୍ୟ ଖାଇବାକୁ ଭଲ ପାଏ। ହେଲେ ନିଜକୁ ଫିଟ ରଖିବା ପାଇଁ ମନସ୍ଥ କରିବା ଦିନଠାରୁ ମିଠାଠାରୁ ଦୂରରେ ରହୁଛି। କଟକିଆ ହୋଇଥିବାରୁ ଦହିବରାକୁ ଆଡେଇ ପାରେନି। ଯେଉଁଠି ସୁଯୋଗ ମିଳେ, ଦହିବରା ଖାଏ।
ପ୍ରୋଗ୍ରାମ ଥିଲେ ଭେଜ୍‌ ଖାଏ
କୌଣସି ଡବିଂ କିମ୍ବା ଷ୍ଟେଜ ସୋ ପ୍ରୋଗ୍ରାମକୁ ଯିବାକୁ ଥିଲେ ଘରେ ଭଲ ଭାବେ ଖାଇ ଦେଇ ଯାଏ। ସେଠାରେ ଭୋକ ଲାଗିଲେ ମସଲାଯୁକ୍ତ ଖାଦ୍ୟ ଜମା ଖାଏନି। ଭେଜ ଖାଇବାକୁ ଭଲ ପାଏ। ରୁଟି, ସନ୍ତୁଳା ହେଲେ ବି କୌଣସି ଆପତ୍ତି କରେନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାରୁ ମିଳିଲା ରକ୍ତାକ୍ତ ଯୁବକଙ୍କ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri