ସଙ୍କଟରେ ଭାରତୀୟ ଦଳ

ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍‌କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍‌ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍‌ନର ଲୋକେଶ ରାହୁଲ ଓ ଦୀନେଶ କାର୍ତ୍ତିକ ସଅଳ ଆଉଟ୍‌ ହୋଇଛନ୍ତି। ରୋହିତ ୧ ରନ୍‌ କରି ମ୍ୟାଟ୍‌ ହେନ୍‌ରୀଙ୍କ ବଲରେ ଉଇକେଟକିପର ଟମ୍‌ ଲଥାମଙ୍କ ହାତରେ କ୍ୟାଚ୍‌ ହୋଇଛନ୍ତି। ସେହିଭଳି ଅଧିନାୟକ କୋହଲି (୧) ପେସର ଟ୍ରେଣ୍ଟ ବୋଲ୍ଟଙ୍କ ବଲରେ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇ ପ୍ୟାଭିଲିୟନ ଫେରିଥିଲେ। ଓପନର ରାହୁଲ (୧) ହେନ୍‌ରୀଙ୍କ ବଲରେ କ୍ୟାଚ୍‌ ହୋଇଛନ୍ତି। ଏହାପରେ କ୍ରିଜ୍‌ରେ ଜମି ଆସୁଥିବା କାର୍ତ୍ତିକଙ୍କୁ ହେନ୍‌ରୀ ଜିମ୍ମି ନିଶାମଙ୍କ ହାତରେ କ୍ୟାଚ୍‌ ଆଉଟ୍‌ ପରାଇଥିଲେ। ଫଳରେ ଭାରତୀୟ ଦଳ ୧୦ ଓଭର ସୁଦ୍ଧା ୪ ଉଇକେଟ ହରାଇ ୨୪ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?