ସଙ୍ଗରୋଧ କେନ୍ଦ୍ରରୁ ପ୍ରବାସୀ ଶ୍ରମିକ ଫେରାର

ନୟାଗଡ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବ୍ଲକ ମଝିଆଖଣ୍ଡ ପଞ୍ଚାୟତର ଏକ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ଶ୍ରମିକ ସୋମବାର ଫେରାର ହୋଇଯାଇଛନ୍ତି। ଲୋଧାଚୁଆ ଗଁାର ରମେଶ ଚନ୍ଦ୍ର ସାହୁ (୨୫) ୪ଦିନ ତଳେ କେରଳରୁ ଆସି ଏଠାରେ ରହିଥିଲେ। ଏ ନେଇ ସ୍ଥାନୀୟ ସରପଞ୍ଚ ବିଡିଓଙ୍କ ନିକଟରେ ଫେରାଦ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri