ବଡଗାଁ, ୬।୪ (ଡି.ଏନ.ଏ.)-ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗାକଛାର ଗ୍ରାମର ସ୍କୁଲରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରରୁ ରବିବାର ସନ୍ଧ୍ୟାରେ ଜଣେ ଯୁବକ ପାଚେରୀ ଡେଇଁ ପଳାଇଛନ୍ତି। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଜନପ୍ରତିନିଧିମାନେ ତାଙ୍କୁ ପୁଣି କେନ୍ଦ୍ରକୁ ଆଣିଥିଲେ । ହେଲେ ସେ ହୋ ହାଲ୍ଲା କରିବାରୁ ଡାକ୍ତରୀ ଦଳ ଆସି ସଂପୃକ୍ତ ଯୁବକଙ୍କୁ ରାତିରେ ତାଙ୍କ ଘରେ ଛାଡିଛନ୍ତି। ପଟୁଆବେଡାର ଏହି ଯୁବକ ଜଣକ ଚେନ୍ନାଇରୁ ଫେରିବା ପରେ ତାଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା । ସନ୍ଧ୍ୟାରେ ତାଙ୍କର କେତେଜଣ ସାଙ୍ଗ ଆସି ତାଙ୍କୁ ସାଥିରେ ନେଇ ଯାଇଥିଲେ। ତେବେ ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚଙ୍କୁ ପଚାରିବାରୁ ସୋମବାର ସକାଳେ ତାଙ୍କୁ ଛାଡିବାର ଥିଲା । କିନ୍ତୁ ସେ କେନ୍ଦ୍ରରୁ ଲୁଚି ପଳାଇଥିଲେ । ପୁଣି କେନ୍ଦ୍ରକୁ ଅଣାଗଲା ପରେ ପାଟିତୁଣ୍ଡ କରିବାରୁ ଡାକ୍ତରୀ ଦଳ ରାତିରେ ତାଙ୍କ ଘରେ ନେଇ ଛାଡିଛନ୍ତି ବୋଲି କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ସୁନ୍ଦରଗଡ଼ View All
ସୌରାଷ୍ଟ୍ରରୁ ଖେଳିବେ ଜାଡେଜା
ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!
ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

