ଧରାକୋଟ,୨ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜଗମୋହନ ପଞ୍ଚାୟତର ପୁଟୁ-ଗୋବର୍ଦ୍ଧନପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯ ଟାରେ ଏହି ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହି କେନ୍ଦ୍ରକୁ ୨୪ ପ୍ରବାସୀ ଆସି ପହଞ୍ଚତ୍ଥିଲେ। ନିୟମ ମୁତାବକ ସମସ୍ତଙ୍କୁ ଖାଦ୍ୟପେୟ ଦିଆଯାଇଥିଲା। ଅପରାହ୍ନରେ ମଧ୍ୟ ଜଳଖିଆ ପ୍ରଦାନ କରାଯାଇଥିଲା। ପୁଟୁ ଗୋବର୍ଦ୍ଧନପୁର ଗ୍ରାମର ଜନୈକା ୬୩ ବର୍ଷୀୟା ବୃଦ୍ଧା ସଙ୍ଗରୋଧ କେନ୍ଦ୍ରରେ ହଠାତ୍ ରକ୍ତବାନ୍ତି କରିଥିଲେ। କିଛି ସମୟ ମଧ୍ୟରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ସଙ୍ଗରୋଧ କେନ୍ଦ୍ର ନୋଡାଲ ଅଫିସର ମାୟା ମୁନୀ ଧରାକୋଟ ବିଡିଓ, ତହସିଲଦାରଙ୍କୁ ଖବର ଦେଇଥିଲେ। ସେମାନେ ଆସିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ତେବେ ବୃଦ୍ଧାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ ା
ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…
ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…
ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…
Archives

