Posted inଭଦ୍ରକ

ସଙ୍ଗରୋଧ କେନ୍ଦ୍ରରେ ସାବିତ୍ରୀ

ବନ୍ତ,୨୨।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଶୁକ୍ରବାର ମହିଳାମାନେ ସାବିତ୍ରୀମାନେ ବ୍ରତ ପାଳନ କରିଛନ୍ତି। ବିଭିନ୍ନ କେନ୍ଦ୍ରରେ ଥିବା ମହିଳାମାନଙ୍କ ପାଇଁ ସରପଞ୍ଚମାନେ ଭୋଗ ସାମଗ୍ରୀ କିଣି ଦେଇଥିଲେ। ନିକଟସ୍ଥ ମନ୍ଦିରରେ ପୂଜାର୍ଚ୍ଚନା ପରେ ମହିଳାମାନେ ପ୍ରସାଦସେବନ କରିଥିଲେ। ଚାରିଗାଁ ପଞ୍ଚାୟତ ବାଲିପୋଖରୀ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ୨ ଜଣଙ୍କ ପାଇଁ ସରପଞ୍ଚ ବନମାଳୀ ବେହେରା, ବଡବର୍ଚ୍ଚିକୟାଁ ପଞ୍ଚାୟତ ସି.ଏନ୍‌. ନୋଡାଲ ଉ.ପ୍ରା ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ୩ ଓ ଆପ୍ତିରା ସଙ୍ଗରୋଧ କେନ୍ଦ୍ରରେ ଜଣଙ୍କ ପାଇଁ ସରପଞ୍ଚ ବିଷ୍ଣୁମୋହନ ଜେନା, ନିଳୋକ ପଞ୍ଚାୟତ ପଳାସଗଢିଆସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ୧୦ ଜଣଙ୍କ ପାଇଁ ସରପଞ୍ଚ ଅଶୋକ ମହାନ୍ତି, ଓଡଙ୍ଗ ପଞ୍ଚାୟତ ଓଡଙ୍ଗ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ୯ ଜଣଙ୍କ ପାଇଁ ସରପଞ୍ଚ କିଶୋର କିଙ୍କର ପଢିଆରୀ, ଅଣିଜୋ ପଞ୍ଚାୟତ ସିନ୍ଧୁକେଶ୍ୱର ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ୪ ଜଣଙ୍କ ପାଇଁ ସରପଞ୍ଚ ଜଗବନ୍ଧୁ ବେହେରା, ନୋଡାଲ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ୩ ଜଣଙ୍କ ପାଇଁ ସରପଞ୍ଚ ତିଳୋତ୍ତମା ବାରିକ, ଷେଣ୍ଢତୀରା ପଞ୍ଚାୟତ ଶିଆଳିଆ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ୧୦ ଜଣଙ୍କ ପାଇଁ ସରପଞ୍ଚ ପ୍ରେମଲତା ପ୍ରଧାନ ସମସ୍ତ ଭୋଗ ସାମଗ୍ରୀ ଆଣି ଦେଇଥିବା ଜଣାଯାଇଛି। ସେହିପରି କେନ୍ଦୁଆପଦା ସଙ୍ଗରୋଧ କେନ୍ଦ୍ରରେ ଥିବା ମହିଳାଙ୍କ ପାଇଁ ସରପଞ୍ଚ ମିତାଲୀ ଜେନା ଫଳମୂଳ ସାମଗ୍ରୀ ଆୟୋଜନ କରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri