ସଙ୍ଗରୋଧ କେନ୍ଦ୍ର ମଟର ତରକାରିରେ ଝିଟିପିଟି

କେନ୍ଦ୍ରାପଡ଼ା ଅଫିସ, ୨୧ା୫: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଞ୍ଚଳର ଏକ ସଙ୍ଗରୋଧ କେନ୍ଦ୍ରର ଗୁରୁବାର ସକାଳେ ପ୍ରସ୍ତୁତ ହୋଇଥିବା ମଟର ତରକାରିରେ ଝିଟିପିଟି ବାହାରିଛି। ଏହା ଜଣାପଡିବା ପରେ କେନ୍ଦ୍ରରେ ଥିବା ଅନ୍ତେବାସୀ ଖାଦ୍ୟ ଗ୍ରହଣ କରି ନ ଥିଲେ। ଫଳରେ ପ୍ରସ୍ତୁତ ହୋଇଥିବା ଖାଦ୍ୟ ନଷ୍ଟ କରାଯାଇଛି। ତେବେ ଖାଦ୍ୟରେ ଝିଟିପିଟି ବାହାରିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ କେତେକ ସାମାଜିକ କର୍ମୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ା ଏ ନେଇ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। କିଭଳି ଏହି ଘଟଣା ଘଟିଲା ତାହାର ତଦନ୍ତ ପାଇଁ ଗରଦପୁର ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

କୂଅ ସଫା ବେଳେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ଜୀବନ, ବାପା-ପୁଅ….

ଆଳି,୯।୬(ବନମାଳୀ ସେନାପତି): କୂଅ ସଫା ବେଳେ ସ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଦୁଇ ଶ୍ରମିକ ଗୁରୁତର ହୋଇଥିବା ଜଣାପଡିଛି । ଏଭଳି…

ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

ମୂଲ୍ୟବାନ ସରକାରୀ ଜମିର ହେଉନି ଉପଯୋଗ, ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ

କେନ୍ଦ୍ରାପଡ଼ା,୮ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ରଣପଡ଼ାଠାରେ ଥିବା ଜଳସମ୍ପଦ ବିଭାଗ ପୁରୁଣା ଆବାସିକ କାର୍ଯ୍ୟାଳୟ(ବାବୁହତା) ଏବେ ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। କେନ୍ଦ୍ରାପଡା ହାଇସ୍କୁଲ ପଡିଆ ନିକଟରେ…

ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…

ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍‌ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri