Posted inଖେଳ

ସଚିନ ତେନ୍ଦୁଲକରଙ୍କ ପରେ ବିଶ୍ୱର ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋର କରିଛନ୍ତି ଏହି ବ୍ୟାଟ୍ସମ୍ୟାନ୍‌

ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ତଥା ବିଶ୍ୱର ମହାନ ଉଇକେଟକିପରଙ୍କ ମଧ୍ୟରେ ଅନ୍ୟତମ କୁମାର ସାଙ୍ଗାକାରାଙ୍କ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ବିଶ୍ୱ କ୍ରିକେଟରରେ ନିଜ ବ୍ୟାଟିଂ ଜରିଆରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ସାଙ୍ଗାକାରା। ସଚିନ ତେନ୍ଦୁଲକରଙ୍କ ପରେ ବିଶ୍ୱର ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋର କରିଛନ୍ତି ସେ। ୪୦୪ଟି ଏକଦିବସୀୟ ମ୍ୟାଚ୍‌ ଖେଳି ସେ ୧୪୨୩୪ରନ୍‌ କରିଥିବାବେଳେ ୧୩୪ଟି ଟେଷ୍ଟରୁ ୧୨୪୦୦ ରନ୍‌ କରିଛନ୍ତି। ସେ ଟେଷ୍ଟରେ ୩୮ଟି ଏବଂ ଏକଦିବସୀୟ ମ୍ୟାଚରେ ୨୫ଟି ଶତକ ଲଗାଇଥିଲେ। ସାରା ଡନ୍‌ ବ୍ରାଡମ୍ୟାନ୍‌ଙ୍କ(୧୨ଟି ଦ୍ୱିଶତକ) ପରେ ସାଙ୍ଗାକାରା ଟେଷ୍ଟରେ ୧୦ଟି ଦ୍ୱିଶତକ ମାରିବାରେ ବିଶ୍ୱର ଦ୍ୱିତୀୟ କ୍ରିକେଟର ହେବାର କୃତିତ୍ୱ ଅର୍ଜନ କରିଥିଲେ। ସେହିପରି ଉଇକେଟ ପଛରେ ମଧ୍ୟ ସେ ଅନେକ ରେକର୍ଡ ହାସଲ କରିଛନ୍ତି। ଏକଦିବସୀୟ ମ୍ୟାଚରେ ସେ ୩୮୩ କ୍ୟାଚ୍‌ ଏବଂ ୯୯ଟି ଷ୍ଟମ୍ପିଂ କରିଛନ୍ତି। ପାକିସ୍ତନ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିବା ସାଙ୍ଗାକାରା ୨୦୧୫ ବିଶ୍ୱକପରେ ଲଗାତାର ୪ଟି ମ୍ୟାଚରେ ୪ଟି ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri